Numbers 14:30 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ମଧ୍ଯରୁ କହେି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦବୋକୁ ପ୍ରତିଜ୍ଞା କରିଥିଲୁ, ସଠାେରେ ପ୍ରବେଶ କରିପାରିବ ନାହିଁ। କବଳେ ୟିଫୁନ୍ନିର ପୁତ୍ର କାଲବେ ଓ ନୂନର ପୁତ୍ର ୟିହୋଶୂଯ ସେ ଦେଶ ରେ ପ୍ରବେଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ହସ୍ତ ଉଠାଇଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ତୁମ୍ଭେମାନେ ପ୍ରବେଶ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରୁ କେହି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦେବାକୁ ପ୍ରତିଜ୍ଞା କରିଥିଲୁ, ସେଠାରେ ପ୍ରବେଶ କରି ପାରିବ ନାହିଁ। କେବଳ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ସେ ଦେଶରେ ପ୍ରବେଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।