Numbers 14:31 — Compare Translations
5 translations compared side by side
Odia - 1840
"ତୁମ୍ଭେ କହିଲ, ତୁମ୍ଭ ପିଲାମାନଙ୍କୁ ବୋହି ନିଆୟିବ। କିନ୍ତୁ ସମାନଙ୍କେୁ ମୁଁ ସହେି ସ୍ଥାନକୁ ଆଣିବି। ଆଉ ତୁମ୍ଭମାନେେ ଯେଉଁ ଦେଶକୁ ପ୍ରତ୍ଯାଖ୍ଯାନ କରିଥିଲ, ସମାନେେ ତାହା ଉପଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କହିଲ, ତୁମ୍ଭ ପିଲାମାନଙ୍କୁ ବୋହି ନିଆଯିବ। କିନ୍ତୁ ସେମାନଙ୍କୁ ମୁଁ ସେହି ସ୍ଥାନକୁ ଆଣିବି। ଆଉ ତୁମ୍ଭେମାନେ ଯେଉଁ ଦେଶକୁ ପ୍ରତ୍ୟାଖ୍ୟାନ କରିଥିଲ, ସେମାନେ ତାହା ଉପଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।