Numbers 14:33 — Compare Translations

5 translations compared side by side

Odia - 1840
"'ତୁମ୍ଭମାନଙ୍କ ସନ୍ତାନଗଣ ଚାଳିଶ ବର୍ଷ ଏହି ପ୍ରାନ୍ତର ରେ ଭ୍ରମଣ କରିବେ ଓ ସମାନେେ ତୁମ୍ଭମାନଙ୍କର ଅବିଶ୍ବସ୍ତତା ପାଇଁ ୟନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହବୋ ପର୍ୟ୍ଯନ୍ତ ସମାନେେ ତୁମ୍ଭମାନଙ୍କ ବ୍ଯଭିଚାରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭମାନଙ୍କ ସନ୍ତାନଗଣ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭମାନଙ୍କ ସନ୍ତାନଗଣ ଗ୍ଭଳିଶ୍ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣ କରିବେ ଓ ସେମାନେ ତୁମ୍ଭମାନଙ୍କର ଅବିଶ୍ୱସ୍ତତା ପାଇଁ ଯନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଗ୍ଭରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।