Numbers 14:34 — Compare Translations
5 translations compared side by side
Odia - 1840
"ଗୋଟିଏ ବର୍ଷ ଗୋଟିଏ ଦିନ ହିସାବ ରେ ତୁମ୍ଭମାନେେ ଚାଳିଶ ବର୍ଷ ସହେି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତଣେେ ବୁଲିବ, ତା'ପରେ ମାରେ କୋରଧ ତୁମ୍ଭେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧ ବହିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ବର୍ଷ ଗୋଟିଏ ଦିନ ହିସାବରେ ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ସେହି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତେଣେ ବୁଲିବ, ତା’ପରେ ମୋର କ୍ରୋଧ ତୁମ୍ଭେ ଜାଣିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।
Odia IRV 2017 (ଓଡିଆ ବାଇବେଲ)