Numbers 14:36 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନଙ୍କୁ ମାଶାେ ସେ ଦେଶ ଅନୁସନ୍ଧାନ କରିବାକୁ ପ୍ ରରଣେ କରିଥିଲେ, ସମାନେେ ଫରେିଆସି ସହେି ଦେଶର ଅଖ୍ଯାତି ପ୍ରଚାର କଲେ ଓ ସମସ୍ତ ମଣ୍ତଳୀ ବିରୁଦ୍ଧ ରେ ଅଭିଯୋଗ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ତାହା ବିରୁଦ୍ଧରେ ସମସ୍ତ ମଣ୍ତଳୀକି ବଚସା କରାଇଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନଙ୍କୁ ମୋଶା ସେ ଦେଶ ଅନୁସନ୍ଧାନ କରିବାକୁ ପ୍ରେରଣ କରିଥିଲେ, ସେମାନେ ଫେରି ଆସି ସେହି ଦେଶର ଅଖ୍ୟାତି ପ୍ରଗ୍ଭର କଲେ ଓ ସମସ୍ତ ମଣ୍ତଳୀ ବିରୁଦ୍ଧରେ ଅଭିଯୋଗ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରିଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,