Numbers 14:37 — Compare Translations

5 translations compared side by side

Odia - 1840
"ଯେଉଁମାନେ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ସେ ଦେଶର ଅପଖ୍ଯାତି ପ୍ରଚାର କରିଥିଲେ, ସମାନେେ ସଦାପ୍ରଭୁଙ୍କ ଉପସ୍ଥିତ ରେ ମହାମାରୀ ଦ୍ବାରା ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ଵାରା ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ସେ ଦେଶର ଅପଖ୍ୟାତି ପ୍ରଗ୍ଭର କରିଥିଲେ, ସେମାନେ ସଦାପ୍ରଭୁଙ୍କ ଉପସ୍ଥିତରେ ମହାମାରୀ ଦ୍ୱାରା ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।
Odia IRV 2017 (ଓଡିଆ ବାଇବେଲ)
ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।