Numbers 14:38 — Compare Translations

5 translations compared side by side

Odia - 1840
"ମାତ୍ର ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ଯରୁ କବଳେ ନୂନର ପୁତ୍ର ୟିହୋଶୂଯ ଓ ୟିଫୁନ୍ନିର ପୁତ୍ର କାଲେବ୍ ଜୀବିତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ଜୀବିତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ।