Numbers 14:39 — Compare Translations
5 translations compared side by side
Odia - 1840
"ଆଉ ମାଶାେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଏହିକଥା କହିଲେ, ତହିଁରେ ଲୋକମାନେ ଅତିଶଯ ବିଳାପ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କିଣାନ ଦେଶକୁ ଯିବାକୁ ଚେଷ୍ଟା କଲେ ଆଉ ମୋଶା ଇସ୍ରାଏଲର ସମସ୍ତ ଲୋକଙ୍କୁ ଏହିକଥା କହିଲେ, ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।