Numbers 14:4 — Compare Translations
5 translations compared side by side
Odia - 1840
"ସମାନେେ ପରପ୍ପର ମଧିଅରେ କଥା ହେଲେ, ଆସ, ଆମ୍ଭମାନେେ ଜଣକୁ ପ୍ରାଧାନ କରି ମିଶରକୁ ଫରେିୟିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଏକକୁ ଆରେକ କହିଲେ, ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପରପ୍ପର ମଧ୍ୟରେ କଥା ହେଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରାଧାନ କରି ମିଶରକୁ ଫେରିଯିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ।”