Numbers 14:40 — Compare Translations

5 translations compared side by side

Odia - 1840
"ତହୁଁ ସମାନେେ ଅତି ପ୍ରାତଃକାଳରୁ ଉଠି ପର୍ବତ ଶୃଙ୍ଗ ଉପରକୁ ୟିବାକୁ ବାହାରି ସମାନେେ କହିଲେ, ଦେଖ ଆମ୍ଭମାନେେ ଏଠା ରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷଯ ରେ ପ୍ରତିଜ୍ଞା କରିଥିଲେ, ସହେି ସ୍ଥାନକୁ ୟିବା, କାରଣ ଆମ୍ଭମାନେେ ପାପ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, ଦେଖ, ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା; କାରଣ ଆମ୍ଭେମାନେ ପାପ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ଅତି ପ୍ରାତଃକାଳରୁ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି ସେମାନେ କହିଲେ, “ଦେଖ ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଥିଲେ, ସେହି ସ୍ଥାନକୁ ଯିବା, କାରଣ ଆମ୍ଭେମାନେ ପାପ କରିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”