Numbers 14:41 — Compare Translations
5 translations compared side by side
Odia - 1840
"ତହିଁରେ ମାଶାେ କହିଲେ, ଏତେ ତୁମ୍ଭମାନେେ କି କାରଣରୁ ସଦାପ୍ରଭୁଙ୍କ ଆଜ୍ଞା ଲଘଂନ କରୁଅଛ? ତୁମ୍ଭମାନଙ୍କର ଏହ କର୍ମ ସଫଳ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା କହିଲେ, ଏବେ ତୁମ୍ଭେମାନେ କିହେତୁ ସଦାପ୍ରଭୁଙ୍କ ଆଜ୍ଞା ଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କି କାରଣରୁ ସଦାପ୍ରଭୁଙ୍କ ଆଜ୍ଞା ଲଘଂନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞା-ଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।