Numbers 14:42 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଉପରକୁ ୟାଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ନାହାଁନ୍ତି। ତେଣୁ ତୁମ୍ଭେ ଅକ୍ଲେଶ ରେ ଶତୃମାନଙ୍କଦ୍ବାରା ପରାସ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଉପରକୁ ଯାଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ନାହାନ୍ତି। ତେଣୁ ତୁମ୍ଭେ ଅକ୍ଳେଶରେ ଶତ୍ରୁମାନଙ୍କଦ୍ୱାରା ପରାସ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।