Numbers 14:43 — Compare Translations

5 translations compared side by side

Odia - 1840
"ଯେ ହତେୁ ଅମାଲକେୀଯ ଓ କିଣାନୀଯ ଲୋକମାନେ ସଠାେରେ ଅଛନ୍ତି, ତୁମ୍ଭମାନେେ ଖଡ୍ଗ ରେ ନିହିତ ହବେ। ତୁମ୍ଭମାନେେ ସଦାପ୍ରଭୁଙ୍କ ବିଶ୍ବାସଠାରୁ ବିମୁଖ ହବୋରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ଼୍ଟରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ଅଛନ୍ତି, ତୁମ୍ଭେମାନେ ଖ‌ଡ଼୍‌ଗରେ ନିହତ ହେବ। ତୁମ୍ଭେମାନେ ସଦାପ୍ରଭୁଙ୍କ ବିଶ୍ୱାସଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”