Numbers 14:44 — Compare Translations

5 translations compared side by side

Odia - 1840
"ତଥାପି ସମାନେେ ପର୍ବତ ଶୃଙ୍ଗ ଉପରକୁ ୟିବାକୁ ହୁଃସାହସ କଲେ। ମାତ୍ର ସଦାପ୍ରଭୁଙ୍କ ନିଯମ ସିନ୍ଦୁକ ଓ ମାଶାେ ସମାନଙ୍କେ ସହିତ ଗଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ସାକ୍ଷ୍ୟସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ। ମାତ୍ର ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଓ ମୋଶା ସେମାନଙ୍କ ସହିତ ଗଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ପର୍ବତ ଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।