Numbers 14:45 — Compare Translations
5 translations compared side by side
Odia - 1840
"ସେତବେେଳେ ସହେି ପର୍ବତବାସୀ ଅମାଲକେୀଯ ଓ କିଣାନୀଯ ଲୋକମାନେ ଓହ୍ଲାଇ ଆସି ସମାନଙ୍କେୁ ଆକ୍ରମଣ କଲେ ଓ ସମାନଙ୍କେୁ ପରାସ୍ତକରି ହର୍ମା ପର୍ୟ୍ଯନ୍ତ ତଡି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କୁ ପରାସ୍ତକରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ।