Numbers 14:5 — Compare Translations
5 translations compared side by side
Odia - 1840
"ତହିଁରେ ମାଶାେ ଓ ହାରୋଣ ଏତେ ବ୍ଯତିବ୍ଯସ୍ତ ହାଇଗେଲେ ଯେ, ସମାନେେ ଇଶ୍ରାୟେଲର ଲୋକମାନଙ୍କ ଆଗ ରେ ମୁଁହ ମାଡି ଭୂମିରେ ପଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ମୋଶା ଓ ହାରୋଣ ଏତେ ବ୍ୟତିବ୍ୟସ୍ତ ହୋଇଗଲେ ଯେ, ସେମାନେ ଇସ୍ରାଏଲର ଲୋକମାନଙ୍କ ଆଗରେ ମୁହଁ ମାଡ଼ି ଭୂମିରେ ପଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ।