Numbers 14:6 — Compare Translations

5 translations compared side by side

Odia - 1840
"ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ଯରୁ ନୂନର ପୁତ୍ର ଯିହାଶୂେୟ ଓ ୟିଫୁନ୍ନିର ପୁତ୍ର କାଲେବ୍ ନିଜନିଜ ବସ୍ତ୍ର ଚିରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ୍ ନିଜ ନିଜ ବସ୍ତ୍ର ଚିରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;