Numbers 14:7 — Compare Translations

5 translations compared side by side

Odia - 1840
"ଆଉ ଏହି ଦୁଇଲୋକ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ମଣ୍ତଳୀକି କହିଲେ, ଆମ୍ଭମାନେେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ୟାଇଥିଲୁ, ତାହା ଅତ୍ଯନ୍ତ ଉତ୍ତମ ଦେଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କହିଲେ, ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟ; ଉତ୍ତମ ଦେଶ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏହି ଦୁଇଲୋକ ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀକି କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।”