Numbers 14:8 — Compare Translations
5 translations compared side by side
Odia - 1840
"ଯବେେ ସଦାପ୍ରଭୁ ଆମ୍ଭମାନଙ୍କ ଠା ରେ ସନ୍ତୁଷ୍ଟ ହୁଅନ୍ତି ତବେେ ସେ ଆମ୍ଭମାନଙ୍କୁ ସହେି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦବେେ, ସହେି ଦେଶ ଦୁଗ୍ଧମଧୁ ପ୍ରବାହୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଦମଧୁପ୍ରବାହୀ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ, ସେହି ଦେଶ ଦୁଗ୍ଧମଧୁପ୍ରବାହୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।