Numbers 14:9 — Compare Translations

5 translations compared side by side

Odia - 1840
"ତେଣୁ ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଅ ନାହିଁ, ଆଉ ସହେି ଦେଶର ଲୋକମାନଙ୍କୁ ଭୟ କରନାହିଁ। ସମାନେେ ଆମ୍ଭମାନଙ୍କର ଖାଦ୍ୟ ସ୍ବରୂପ। ସମାନଙ୍କେର ଆଶ୍ରଯ ସମାନଙ୍କେ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗ ରେ ଅଛନ୍ତି, ଭୟ କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ଵରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଅ ନାହିଁ, ଆଉ ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ। ସେମାନେ ଆମ୍ଭମାନଙ୍କର ଖାଦ୍ୟ ସ୍ୱରୂପ। ସେମାନଙ୍କର ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଭୟ କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।