Numbers 15:10 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପଯେ ନବୈେଦ୍ଯ ନିମନ୍ତେ ଅର୍ଦ୍ଧହିନ ଦ୍ରାକ୍ଷାରସ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହିନ୍ ଦ୍ରାକ୍ଷାରସ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟନୈବେଦ୍ୟ ନିମନ୍ତେ ଅର୍ଦ୍ଧହିନ ଦ୍ରାକ୍ଷାରସ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।