Numbers 15:11 — Compare Translations
5 translations compared side by side
Odia - 1840
"ଏହି ରୂପେ ପ୍ରେତ୍ୟକକ ଗୋରୁ, ପ୍ରେତ୍ୟକକ ମଷେ, ପ୍ରେତ୍ୟକକ ମଷେବତ୍ସ ଅବା ଛାଗବତ୍ସ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ ପାଇଁ ପ୍ରସ୍ତୁତ କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପ୍ରତ୍ୟେକ ଗୋରୁ ଓ ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ, ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ ପାଇଁ ପ୍ରସ୍ତୁତ କରାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।