Numbers 15:12 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ପ୍ରସ୍ତୁତ କରିବା ସଂଖ୍ଯା ଅନୁସାରେ ପ୍ରେତ୍ୟକକ ପଶୁପତି ସମାନଙ୍କେ ସଂଖ୍ଯା ପ୍ରାମାଣେ ସହେିରୂପେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟା ଅନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରାମାଣେ ସେହିରୂପେ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ।