Numbers 15:13 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ନାଗରୀକ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ ଏହି ବ୍ଯବସ୍ଥା ଅନୁସାରେ ଏହିସବୁ କାର୍ୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରତ୍ୟେକ ନାଗରୀକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ ଏହି ବ୍ୟବସ୍ଥା ଅନୁସାରେ ଏହିସବୁ କାର୍ଯ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।
Odia IRV 2017 (ଓଡିଆ ବାଇବେଲ)
ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ।