Numbers 15:14 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭ ସହିତ ବାସ କରୁଥିବା ଜଣେ ବିଦେଶୀ ଲୋକ କିମ୍ବା ସେ ସମନ୍ଧ ରେ କୌଣସି ବିଦେଶୀଗତ ସ୍ଥାଯୀ ଅଧିବାସୀ କିମ୍ବା ଯେ କହେି ତୁମ୍ଭ ସହିତ ଦିର୍ଘଦିନ ଧରି ବାସ କରୁଥିବା ଲୋକ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଅର୍ପଣ କରିବାକୁ ଇଚ୍ଛା କରେ, ତବେେ ତୁମ୍ଭ ପ୍ରତି ପ୍ରୟୁଜ୍ଯ ହେଉଥିବା ସମାନ ପଦ୍ଧତି ତା'ପାଇଁ ଅନୁସୃତ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେ ପ୍ରକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭ ସହିତ ବାସ କରୁଥିବା ଜଣେ ବିଦେଶୀ ଲୋକ କିମ୍ବା ସେ ସମନ୍ଧରେ କୌଣସି ବିଦେଶୀଗତ ସ୍ଥାୟୀ ଅଧିବାସୀ କିମ୍ବା ଯେକେହି ତୁମ୍ଭ ସହିତ ଦୀର୍ଘଦିନ ଧରି ବାସ କରୁଥିବା ଲୋକ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଅର୍ପଣ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭ ପ୍ରତି ପ୍ରଯୁଜ୍ୟ ହେଉଥିବା ସମାନ ପଦ୍ଧତି ତା’ ପାଇଁ ଅନୁସୃତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେପ୍ରକାର କର, ସେ ସେହି ପ୍ରକାର କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେହି ପ୍ରକାର କରିବ।