Numbers 15:16 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧିଅରେ ବିଦେଶୀ ମୂଳ ବ୍ଯକ୍ତି ନିମନ୍ତେ ଏକ ବ୍ଯବସ୍ଥା ଓ ଏକ ବିଧି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ମୂଳ ବ୍ୟକ୍ତି ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ବିଧି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”