Numbers 15:18 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନଇଯାେଉଅଛୁଁ, ସହେି ଦେଶ ରେ ଉପସ୍ଥିତ ହେଲେ ତୁମ୍ଭମାନେେ ଏହିରୂପେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇଯାଉଅଛି, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏହିରୂପେ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,