Numbers 15:19 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସହେି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କୁ ଏହାର କିଛି ଅଂଶ ଅର୍ପଣ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କୁ ଏହାର କିଛି ଅଂଶ ଅର୍ପଣ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।