Numbers 15:20 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ନିଜ ନିଜ ପ୍ରଥମ ଶସ୍ଯରୁ ଉତ୍ତୋଳନୀଯ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ। ଯେପରି ଶସ୍ଯ ମର୍ଦ୍ଦନ ସ୍ଥାନ ରେ ଉତ୍ତୋଳନୀଯ ଉପହାର, ସହେିପରି ତାହା ଉତ୍ତୋଳନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜ ନିଜ ପ୍ରଥମ ଶସ୍ୟରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ। ଯେପରି ଶସ୍ୟ ମର୍ଦ୍ଦନ ସ୍ଥାନରେ ଉତ୍ତୋଳନୀୟ ଉପହାର, ସେହିପରି ତାହା ଉତ୍ତୋଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।