Numbers 15:21 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ଦଳା ଅଟାର ଏକ ଅଂଶ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ଦଳା ଅଟାର ଏକ ଅଂଶ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।