Numbers 15:23 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେ ଦ୍ବାରା ସେ ସମସ୍ତ ଆଜ୍ଞା ଦଇେଛନ୍ତି। ସହେିସବୁ ଆଜ୍ଞା ସଦାପ୍ରଭୁ ଦବୋ ଦିନ ଠାରୁ ପୁରୁଷାନୁକ୍ରମେ ଚିର କାଳ ପାଳନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯେସବୁ ଆଜ୍ଞା ଦେଇଅଛନ୍ତି, ତାହା ସବୁ ଯେବେ ପାଳନ ନ କର;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କ ଦ୍ୱାରା ସେ ସମସ୍ତ ଆଜ୍ଞା ଦେଇଛନ୍ତି। ସେହିସବୁ ଆଜ୍ଞା ସଦାପ୍ରଭୁ ଦେବା ଦିନଠାରୁ ପୁରୁଷାନୁକ୍ରମେ ଚିରକାଳ ପାଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁସବୁ ଆଜ୍ଞା ଦେଇଅଛନ୍ତି, ତାହାସବୁ ଯଦି ପାଳନ ନ କର;
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ସବୁ ଆଜ୍ଞା ଦେଇଅଛନ୍ତି, ତାହା ସବୁ ଯଦି ପାଳନ ନ କର;