Numbers 15:24 — Compare Translations
5 translations compared side by side
Odia - 1840
"ଯଦି ତାହା ମଣ୍ତଳୀର ଆଗୋଚର ରେ ଭ୍ରାନ୍ତି ରେ ହାଇେଥାଏ ତବେେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ହାମେ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ଯ ନବୈେଦ୍ଯ ଓ ତହିଁର ପଯେ ନବୈେଦ୍ଯ ଏବଂ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଅର୍ପଣ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତାହା ମଣ୍ତଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତାହା ମଣ୍ତଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ ତେବେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଏବଂ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଅର୍ପଣ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।