Numbers 15:25 — Compare Translations
5 translations compared side by side
Odia - 1840
"ଆଉ ଯାଜକ ଇଶ୍ରାୟେଲର ଲୋକମାନଙ୍କ ସମସ୍ତ ମଣ୍ତଳୀ ନିମନ୍ତେ ପ୍ରାଯଶ୍ଚିତ କରିବା ଉଚିତ; ତହିଁରେ ସମାନେେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସମାନେେ ସହେି ଭ୍ରାନ୍ତି ସକାେଶ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ନିଜନିଜ ଉପହାର ଅର୍ଥାତ୍ ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯାଜକ ଇସ୍ରାଏଲର ଲୋକମାନଙ୍କ ସମସ୍ତ ମଣ୍ତଳୀ ନିମନ୍ତେ ପ୍ରାୟଶ୍ଚିତ କରିବା ଉଚିତ୍; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜ ଉପହାର ଅର୍ଥାତ୍ ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାଜକ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି।