Numbers 15:26 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ଲୋକ ଓ ବିଦେଶୀ ମୂଳ ବାସୀନ୍ଦା କ୍ଷମା ପାଇବେ। କାରଣ ସହେି ସମସ୍ତ ଲୋକମାନେ ଭୂଲ୍ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ଵନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଲୋକ ଓ ବିଦେଶୀ ମୂଳ ବାସୀନ୍ଦା କ୍ଷମା ପାଇବେ। କାରଣ ସେହି ସମସ୍ତ ଲୋକମାନେ ଭୁଲ୍ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ବନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା।