Numbers 15:27 — Compare Translations
5 translations compared side by side
Odia - 1840
"ଆଉ ଯଦି ଜଣେ ବ୍ଯକ୍ତି ଅନିଛା ରେ ପାପ କରେ, ତବେେ ସେ ପାପାର୍ଥକ ବଳିରୂପେ ଏକ ବର୍ଷୀଯ ଏକ ଛାଗବତ୍ସ ଆଣିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯଦି ଜଣେ ବ୍ୟକ୍ତି ଅନିଛାରେ ପାପ କରେ, ତେବେ ସେ ପାପାର୍ଥକ ବଳିରୂପେ ଏକ ବର୍ଷୀୟ ଏକ ଛାଗବତ୍ସ ଆଣିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକ ବର୍ଷୀୟ ଏକ ଛାଗବତ୍ସା ଆଣିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ।