Numbers 15:28 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ଅନିଚ୍ଛା ରେ ଅପରାଧ କରେ, ଯାଜକ ତାହା ପାଇଁ ପ୍ରାଯଶ୍ଚିତ କରିବ, ତହିଁରେ ତାକୁ କ୍ଷମା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଅନିଛାରେ ଅପରାଧ କରେ, ଯାଜକ ତାହା ପାଇଁ ପ୍ରାୟଶ୍ଚିତ କରିବ, ତହିଁରେ ତାକୁ କ୍ଷମା କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ।