Numbers 15:29 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସମସ୍ତ ଲୋକଙ୍କ ନିମନ୍ତେ ଓ ସମାନଙ୍କେ ମଧିଅରେ ବାସ କରୁଥିବା ବିଦେଶୀ ମୂଳ ବାସୀନ୍ଦା ନିମନ୍ତେ ଅନିଚ୍ଛା ରେ କରାୟାଇଥିବା ପାପର ପ୍ରାଯଶ୍ଚିତ ନିମନ୍ତେ ଏକା ବ୍ଯବସ୍ଥା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସମସ୍ତ ଲୋକଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶୀ ମୂଳ ବାସୀନ୍ଦା ନିମନ୍ତେ ଅନିଛାରେ କରାଯାଇଥିବା ପାପର ପ୍ରାୟଶ୍ଚିତ ନିମନ୍ତେ ଏକା ବ୍ୟବସ୍ଥା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ।