Numbers 15:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ପ୍ରତିଜ୍ଞା ପୂରଣ କରିବା ପାଇଁ କିମ୍ବା ସ୍ବେଚ୍ଛାଦତ୍ତ ଉପହାର ପାଇଁ କିମ୍ବା ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଗୋମଷୋଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଅଗ୍ନିକୃତ ଉପହାର ରୂପେ ହାମବେଳି ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ପ୍ରତିଜ୍ଞା ପୂରଣ କରିବା ପାଇଁ କିମ୍ବା ସ୍ୱେଚ୍ଛାଦତ୍ତ ଉପହାର ପାଇଁ କିମ୍ବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମବଳି ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
Odia IRV 2017 (ଓଡିଆ ବାଇବେଲ)