Numbers 15:30 — Compare Translations
5 translations compared side by side
Odia - 1840
"ଯଦି ଯେଉଁ ବ୍ଯକ୍ତି ଉବ୍ଦେଶ୍ଯମୂଳକ ଭାବରେ ପାପକର୍ମ କରେ ସେ ଇଶ୍ରାୟେଲୀୟ କି ବିଦେଶୀ ମୂଳ ସ୍ଥାଯୀ ବାସୀନ୍ଦା ହେଉ, ଯଦି ସଦାପ୍ରଭୁଙ୍କର ନିନ୍ଦା କରେ, ତବେେ ସେ ବ୍ଯକ୍ତି ଆପଣା ଲୋକଙ୍କଠାରୁ ବହିସ୍କାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ଵହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଯେଉଁ ବ୍ୟକ୍ତି ଉଦ୍ଦେଶ୍ୟମୂଳକ ଭାବରେ ପାପକର୍ମ କରେ ସେ ଇସ୍ରାଏଲୀୟ କି ବିଦେଶୀ ମୂଳ ସ୍ଥାୟୀ ବାସୀନ୍ଦା ହେଉ, ଯଦି ସଦାପ୍ରଭୁଙ୍କର ନିନ୍ଦା କରେ, ତେବେ ସେ ବ୍ୟକ୍ତି ଆପଣା ଲୋକଙ୍କଠାରୁ ବହିସ୍କାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।