Numbers 15:31 — Compare Translations
5 translations compared side by side
Odia - 1840
"କାରଣ ସେ ସଦାପ୍ରଭୁଙ୍କର ବାକ୍ଯ ଅବଜ୍ଞା କଲା ଓ ତାଙ୍କର ଆଜ୍ଞା ଭଂଗ କଲା, ତେଣୁ ସେ ବ୍ଯକ୍ତି ନିଶ୍ଚିତ ବହିସ୍କାର ହବେ ଓ ତା'ର ପାପ ସେ ବହନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା ଲଙ୍ଘନ କଲା; ସେହି ପ୍ରାଣୀ ନିତା; ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ସଦାପ୍ରଭୁଙ୍କର ବାକ୍ୟ ଅବଜ୍ଞା କଲା ଓ ତାଙ୍କର ଆଜ୍ଞା ଭଙ୍ଗ କଲା, ତେଣୁ ସେ ବ୍ୟକ୍ତି ନିଶ୍ଚିତ ବହିସ୍କାର ହେବ ଓ ତା’ର ପାପ ସେ ବହନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞାଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା-ଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।