Numbers 15:32 — Compare Translations

5 translations compared side by side

Odia - 1840
"ସେତବେେଳେ ଇଶ୍ରାୟେଲ ଥିବା ସମୟରେ ଗୋଟିଏ ବ୍ଯକ୍ତିକୁ ବିଶ୍ରାମ ବାର ରେ କାଠ ସଂଗ୍ରହ କରୁଥିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ରାମବାରରେ ଏକବ୍ୟକ୍ତି କାର୍ଯ୍ୟ କରିବା ସେତେବେଳେ ଇସ୍ରାଏଲ ଥିବା ସମୟରେ ଗୋଟିଏ ବ୍ୟକ୍ତିକୁ ବିଶ୍ରାମ ବାରରେ କାଠ ସଂଗ୍ରହ କରୁଥିବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ।