Numbers 15:33 — Compare Translations

5 translations compared side by side

Odia - 1840
"ପୁଣି ଯେଉଁମାନେ ତାକୁ କାଠ ସଂଗ୍ରହ କରୁଥିବାର ଦେଖିଲେ ସମାନେେ ମାଶାେ ଓ ହାରୋଣ ନିକଟକୁ ତାକୁ ଆଣିଲେ ଓ ସମସ୍ତ ମଣ୍ତଳୀ ତା'ର ଚାରିପଟେ ଏକତ୍ରିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା ଓ ହାରୋଣ ଓ ସମସ୍ତ ମଣ୍ତଳୀଙ୍କର ସାକ୍ଷାତକୁ ତାହାକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେଉଁମାନେ ତାକୁ କାଠ ସଂଗ୍ରହ କରୁଥିବାର ଦେଖିଲେ ସେମାନେ ମୋଶା ଓ ହାରୋଣ ନିକଟକୁ ତାକୁ ଆଣିଲେ ଓ ସମସ୍ତ ମଣ୍ତଳୀ ତା’ର ଗ୍ଭରିପଟେ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।