Numbers 15:34 — Compare Translations
5 translations compared side by side
Odia - 1840
"ଆଉ ସମାନେେ ତାହାକୁ ସଠାେରେ ରଖିଲେ। କାରଣ ତା'ପ୍ରତି କି ପ୍ରକାର ଶାସ୍ତି ବିଧାନ ହବେ ସମାନେେ ଜାଣି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ତାହାକୁ ସେଠାରେ ରଖିଲେ। କାରଣ ତା’ ପ୍ରତି କି ପ୍ରକାର ଶାସ୍ତି ବିଧାନ ହେବ ସେମାନେ ଜାଣି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା।