Numbers 15:35 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ସେ ମନୁଷ୍ଯକୁ ଆଇନ ସଂଗତ ଦଣ୍ତ ଦିଆୟିବ। ସମଗ୍ର ମଣ୍ତଳୀ ତାହାକୁ ଛାଉଣୀ ବାହା ରେ ପଥର ପକାଇ ବଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ତଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟକୁ ଆଇନ ସଙ୍ଗତ ଦଣ୍ତ ଦିଆଯିବ। ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରେ ପଥର ପକାଇ ବଧ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”