Numbers 15:36 — Compare Translations
5 translations compared side by side
Odia - 1840
"ତେଣୁ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସମଗ୍ର ମଣ୍ତଳୀ ତାହାକୁ ଛାଉଣୀ ବାହାରକୁ ଆଣି ପଥର ଫିଙ୍ଗି ହତ୍ଯା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ଫିଙ୍ଗି ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ଡଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା।