Numbers 15:38 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଲୋକମାନଙ୍କୁ କୁହ, ଏହି ଆଜ୍ଞା ଜଣାଇ ଦିଅ, ସମାନେେ ନିଜ ନିଜ ବସ୍ତ୍ରର ଅଞ୍ଚଳ ରେ ଝାଲର ପ୍ରସ୍ତୁତ ଓ ପ୍ରେତ୍ୟକକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ। ପୁରୁଷାନୁକ୍ରମେ ତାକୁ ଚିରକାଳ ପରିଧାନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣକୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ଲୋକମାନଙ୍କୁ କୁହ, ଏହି ଆଜ୍ଞା ଜଣାଇ ଦିଅ, ସେମାନେ ନିଜ ନିଜ ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ। ପୁରୁଷାନୁକ୍ରମେ ତାକୁ ଚିରକାଳ ପରିଧାନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
Odia IRV 2017 (ଓଡିଆ ବାଇବେଲ)
“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;