Numbers 15:39 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯେପରି ସହେି ଝାଲର ଏକାଠି ବନ୍ଧା ହାଇେଥିବା ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମନେ କରି ପାଳନ କରିବ। ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କ ଆଜ୍ଞାକୁ ଭୁଲି ମନ ଓ ଚକ୍ଷୁ ଅନୁସାରେ ବ୍ଯଭିଚାର କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେପରି ସେହି ଝାଲର ଏକାଠି ବନ୍ଧା ହୋଇଥିବା ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମନେ କରି ପାଳନ କରିବ। ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାକୁ ଭୁଲି ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଗ୍ଭର କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
Odia IRV 2017 (ଓଡିଆ ବାଇବେଲ)