Numbers 15:4 — Compare Translations

5 translations compared side by side

Odia - 1840
" ଯେଉଁ ଲୋକ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରୁଛ, ଏକ ଐଫାର ଦଶମାଂଶ ସରୁ ମଇଦା ଏକ ହିନର ଚତୁର୍ଥାଂଶ ତୈଳ ସହିତ ମିଶ୍ରିତ କରି ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରୁଛି, ଏକ ଐଫାର ଦଶମାଂଶ ସରୁ ମଇଦା ଏକ ହିନର ଚତୁର୍ଥାଂଶ ତୈଳ ସହିତ ମିଶ୍ରିତ କରି ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
Odia IRV 2017 (ଓଡିଆ ବାଇବେଲ)