Numbers 15:40 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମାରେ ସସସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବା ଉଚିତ୍। ତୁମ୍ଭମାନେେ ତୁମ୍ଭମାନଙ୍କର ପରମେଶ୍ବରଙ୍କର ପବିତ୍ର ଲୋକ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋର ସସସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବା ଉଚିତ୍। ତୁମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ପବିତ୍ର ଲୋକ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।