Numbers 15:41 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ମୁଁ ତୁମ୍ଭମାନଙ୍କର ପରମେଶ୍ବର ହବୋକୁ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ମୁଁ ତୁମ୍ଭମାନଙ୍କର ପରମେଶ୍ୱର ହେବାକୁ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।